ଭୁୁବନେଶ୍ୱର– କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ଡ. ସମ୍ବିତ ପାତ୍ରଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – କେନ୍ଦ୍ର ତଥା ରାଜ୍ୟ ରାଜନୀତିର ଚର୍ଚ୍ଚିତ ଚେହେରା ଶ୍ରଦ୍ଧେୟ ସମ୍ବିତ ଭାଇଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୂ ଜଗନ୍ନାଥ ଆପଣଙ୍କ ଚଲାପଥ କୁସୁମିତ କରିବା ସହ ଆପଣଙ୍କୁ ଦୀର୍ଘାୟ କରନ୍ତୁ ।