
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୪୦ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ ହୋଇଛି ।
ଚଣ୍ଡିଗଡରେ ଗତ ୨୪ ଘଂଟାରେ ୬୬ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଚଣ୍ଡିଗଡ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ଏଠାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୭,୫୭୧ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୩୦୧ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO