ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୬୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୭୬ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୦୭୭ ହୋଇଛିା
ଆସାମରେ କରୋନାର ମାମଲା ୨,୧୪,୬୫୭ରେ ପହଂଚିଲା
ଦିସପୁର,ଆସାମରେ ଗତ ୨୪ ଘଂଟାରେ କରୋନାର ୭୩ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୪,୬୫୭ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।