
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଟୁଇଟ କରି ଖୁସି ଜଣାଇଛନ୍ତି । ସେ କହିଛନ୍ତି, ଆମେରିକାରେ କରୋନା ଟିକାର ପ୍ରଥମ ଡୋଜ ଦିଆଯାଇଛି । ଟ୍ରମ୍ପ ନିଜର ଟୁଇଟର ଆକାଉଣ୍ଟରେ କହିଛନ୍ତି ଯେ, ଆମେରିକାକୁ ଶୁଭେଚ୍ଛା ଜଣାଉଛି । ପ୍ରଥମ ଟିକାର ଡୋଜ ଦିଆଯାଇଛି । ସମଗ୍ର ବିଶ୍ୱକୁ ଶୁଭେଚ୍ଛା ଜଣାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
