
ନୂଆଦିଲ୍ଲୀ, ବିଶ୍ୱରେ କରୋନାରେ ୭ କୋଟି ୩୧ ଲକ୍ଷ ୪୩ ହଜାର ୩୨୯ ଜଣ ଲୋକ ସଂକ୍ରମିତ ହୋଇଥିବା ବେଳେ ୧୬ ଲକ୍ଷ ୨୭ ହଜାର ୪୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ସଂକ୍ରମିତ ହୋଇଥିବା ୫ କୋଟି ୧୨ ଲକ୍ଷ ୭୦ ହଜାର ୩୮୯ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୨ ଲକ୍ଷ ୪୫ ହଜାର ୮୯୪ ଜଣ ଲୋକ ସକ୍ରିୟ ଅଛନ୍ତି ।
ଅନ୍ୟ ପକ୍ଷରେ ଆମେରିକାରେ ଆଜି ସକାଳ ସାଢ଼େ ୬ଟା ୩୦ ସୁଦ୍ଧା କୋଟିଏ ୬୯ ଲକ୍ଷ ୯ ହଜାର ୨୯୫ ଜଣ ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ୩ ଲକ୍ଷ ୭ ହଜାର ୮୫୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ ୯୮ ଲକ୍ଷ ୩୫ ହଜାର ୨୫୮ ଜଣ ସୁସ୍ଥ ହୋଇଥିବା ବେଳେ ୬୭ ଲକ୍ଷ ୬୬ ହଜାର ୧୮୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏଥିରୁ ୨୭ ହଜାର ୬୬୭ ଜଣ ଗୁରୁତର ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO