ରାଷ୍ଟ୍ରୀୟ ହରିଆଣାରେ ଗତ ୨୪ ଘଂଟାରେ ୯୯୩ କରୋନାର ନୂଆ ମାମଲା desk December 15, 2020 ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୯୯୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୩,୩୮୫ ହୋଇଛି । ହିମାଚଳରେ ଆଉ ୩୮୬ କରୋନାର ନୂଆ ମାମଲା ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୩୮୬ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୯,୭୬୧ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୮୧୩ ଜଣଙ୍କର ମୃତ୍ୟୁ ଘଟିଛି । Tags: Hariyana /Himachal Continue Reading Previous: ମିଜୋରାମରେ ୯ ଟି କରୋନାର ନୂଆ ମାମଲାNext: ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଚିଠି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025