
କଟକ– ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ଆଜି ହାଇକୋର୍ଟରେ ମାମଲାର ତଦନ୍ତ ସମ୍ପର୍କିତ ଅଗ୍ରଗତି ନେଇ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛି ଏସଆଇଟି । ବନ୍ଦ ଲଫାପାରେ ରିପୋର୍ଟ ସୁରକ୍ଷିତ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।
ଅନ୍ୟପକ୍ଷରେ ଆସନ୍ତା ୨୪ ତାରିଖରେ ମାମଲାର ପରବର୍ତି ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।