

ମିଜୋରାମରେ ୩୧ ଟି କରୋନାର ନୂଆ ମାମଲା
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୩୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୮୦ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ ହୋଇଛି ।
ଆସାମରେ କରୋନାର ମାମଲା ୨,୧୪,୯୪୫ ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୨ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୪,୮୦୩ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।