ସେ ଟ୍ବିଟ କରି କହିଛନ୍ତି ଯେ – ଓଡ଼ିଆ ଭାଷା ଆନ୍ଦୋଳନ ତଥା ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓଙ୍କ ୧୫୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ରାଜ୍ୟର ପ୍ରଗତିକୁ ନୂଆ ଦିଗ ଦେବା ସହ ଓଡ଼ିଆ ଭାଷା, ସାହିତ୍ୟ, ସ୍ୱାସ୍ଥ୍ୟ, ପ୍ରଶାସନିକ ସେବା ଓ ଶିକ୍ଷାର ପ୍ରସାର କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନ ଚିରସ୍ମରଣୀୟ।
ଡିଆରଡିଓକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ
ଭୁବନେଶ୍ବର – ପୃଥ୍ବୀ-2 କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଡିଆର଼ଡିଓକୁ ଟ୍ବିଟ କରି ଅଭିନନ୍ଦନ ଜଣାଇଛନ୍ତି ।