

ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪ ରହିଛି ।
ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୮ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୮ ଜଣଙ୍କୁ ଗିରଫ କରିଥିବା ବେଳେ ୬୯୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୫୧,୧୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।