ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୨,୩୪୨ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୧,୯୩୧ ହୋଇଛି ।
ମିଜୋରାମରେ ୫ ଟି କରୋନାର ନୂଆ ମାମଲା
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୫ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୮୫ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ ହୋଇଛି ।