ଝାରଖଣ୍ଡରେ କରୋନାର ୧୯୦ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୯୦ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୨,୧୨୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦୦୪ ଜଣଙ୍କର ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪,୩୦୪ କରୋନାର ନୂଆ ମାମଲା
ମୁମ୍ବାଇ । ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪,୩୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୧,୪୫୪ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪୮,୪୩୪ଜଣ ମୃତ୍ୟୁବରଣ କରିଛନ୍ତି ।