
ଇମ୍ଫାଲ । ମଣିପୁରରେ ଗତ ୨୪ ଘଂଟାରେ ୮୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୮୭୨ ହୋଇ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୩୩୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୧୬୧ କରୋନାର ନୂଆ ମାମଲା, ୯ ମୃତ
ଭୋପାଳ । ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୧୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୨୭,୯୪୯ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩,୪୪୨ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO