
ରାଂଚି, ଝାରଖଣ୍ଡରେ କରୋନାର ୨୧୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୨,୩୩୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୦୭ ଜଣଙ୍କର ମୃତ୍ୟୁ ଘଟିଛି ।
ଆସାମରେ କରୋନାର ମାମଲା ୨,୧୫,୦୪୨ ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୦୬ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୫,୧୪୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।