
ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୪ ଜଣଙ୍କୁ ଗିରଫ କରିଥିବା ବେଳେ ୬୮୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୧,୨୬,୯୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
