
ଉଲ୍ଲେଖନୀୟ ଯେ ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଭକ୍ତଙ୍କ ଦର୍ଶନ ପାଇଁ କେଉଁ ସବୁ ବ୍ୟବସ୍ଥା କରାଯାଇଛି ସେନେଇ ଏହି ଅଧିକାରୀ ମାନେ ଜିଲ୍ଲାପାଳ ଓ ଏସପିଙ୍କ ସହିତ ଆଲୋଚନା କରିଛନ୍ତ ି । ଏହି ଅବସରରେ ଶ୍ରୀମନ୍ଦିର ପ୍ରଶାସକ ମଧ୍ୟ ଉପସ୍ଥିତ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
