

ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪ ରହିଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୦୭,୬୮୧ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୦୭,୬୮୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୬,୧୧,୯୮,୧୯୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା