
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୭୬୨ କୁ ବୃଦ୍ଧି ପାଇଛି ।
ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪ ରହିଛି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୦୭,୬୮୧ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୧,୦୭,୬୮୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୬,୧୧,୯୮,୧୯୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO