
ଚଣ୍ଡିଗଡ । ପଂଜାବ ଗତ ୨୪ ଘଂଟାରେ ୪୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୩୭ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୧୮୯ ହୋଇଛିା
ହିମାଚଳରେ ଆଉ ୩୮୫ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୩୮୫ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୨,୦୧୦ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୮୫୮ ଜଣଙ୍କର ମୃତ୍ୟୁ ଘଟିଛି
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO