
ଏହା ପୂର୍ବରୁ ଗତକାଲି (ରବିବାର) ସଂଧ୍ୟାରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ବିଶ୍ୱଜିତ୍ ଦାଶଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା କଂଗ୍ରେସ କାର୍ଯ୍ୟାଳୟରୁ ଏହି ଶୋଭାଯାତ୍ରା ବାହାରି ମାଷ୍ଟରକ୍ୟାଂଟିନ ଛକରେ ପହଂଚିବା ପରେ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
