ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୬,୮୯୧ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୧,୯୮୩ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୧୯୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ। କର୍ଣାଟକରେ ଗତ ୨୪ ଘଂଟାରେ ୧,୧୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୦୯,୪୬୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୦୯ ଜଣଙ୍କର ମୃତ୍ୟୁ ଘଟିଛି ।
ମଣିପୁରରେ ଗତ ୨୪ ଘଂଟାରେ କରୋନାର ୪୮ ନୂଆ ମାମଲା
ଇମ୍ଫାଲ। ମଣିପୁରରେ ଗତ ୨୪ ଘଂଟାରେ ୪୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୬୪୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୩୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।