
ଭୋପାଲ । ମଧ୍ୟ ପ୍ରଦେଶରେ ଗତ ୨୪ ଘଂଟାରେ ୧,୦୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୩୧,୨୮୪ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩,୪୮୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି
କେରଳରେ ଗତ ୨୪ ଘଂଟାରେ ୫,୭୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୫,୭୧୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪୩୮ ନୂଆ ମାମଲା
ହାଇଦ୍ରାବାଦ । ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୬୭,୪୪୫ ହୋଇଛି
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO