
ବେଙ୍ଗାଲୁରୁ। କର୍ଣାଟକରେ ଗତ ୨୪ ଘଂଟାରେ ୭୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୦,୨୪୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୧୬ ଜଣଙ୍କର ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୩୩୮ କରୋନାର ନୂଆ ମାମଲା
ଚଣ୍ଡିଗଡ । ପଂଜାବ ଗତ ୨୪ ଘଂଟାରେ ୩୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୦୮ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୨୧୨ ହୋଇଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO