
ଭୋପାଳ । ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧,୦୩୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୩୨,୩୧୯ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩,୪୯୦ ଜଣଙ୍କର ମୃତ୍ୟୁ ଘଟିଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧,୫୧୫ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧,୫୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୩୮,୩୪୩ ହୋଇ ଯାଇଛି ।
ଆସାମରେ କରୋନାର ମାମଲା ୨,୧୫,୫୧୦ ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୦୧ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨,୧୫,୫୧୦ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO