କର୍ଣାଟକରେ ଗତ ୨୪ ଘଂଟାରେ ୯୫୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୨,୩୪୦ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୩୮ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୮୭୧କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୮୭୧ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୧୯,୬୧୮ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୩୪୭ ଜଣଙ୍କର ମୃତ୍ୟୁ ଘଟିଛିା