-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯

ଭୁବନେଶ୍ୱର– ରାଜ୍ୟରେ ଗୋଟିଏ ଦିନରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୨୨୬୪୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୨୯୯୧ ରହିଛି ।