ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା , ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୭୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୫୫ବର୍ଷୀୟ ପୁରୁଷ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ଢେଙ୍କାନାଳ ଜିଲ୍ଲାର ଜଣେ ୪୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।