ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୪ ଗିରଫ desk December 25, 2020 ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୪୯୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୬,୪୦,୪୮୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ରାଜ୍ୟରେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୮୫୩ ହେଲା Next: ଜୟନ୍ତୀରେ ବାଜପେୟୀଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 16 December2025 Important news 1 min read ଓଡିଶା Indo Kaling Times 16 December2025 Important news December 16, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025