ରାଷ୍ଟ୍ରୀୟ ବାଜପେୟୀଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି desk December 25, 2020 ନୂଆଦିଲ୍ଲୀ– ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଜନ୍ମ ଜୟନ୍ତୀରେ ଶତ ଶତ ନମନ । ନିଜର ଦୂରଦର୍ଶୀ ନେତୃତ୍ୱରେ ସେ ଦେଶକୁ ବିକାଶର ଉଚ୍ଚତାରେ ପହଂଚାଇଥିଲେ । ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଭାରତ ନିର୍ମାଣରେ ତାଙ୍କର ପ୍ରୟାସ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ । Tags: PM Continue Reading Previous: ଜୟନ୍ତୀରେ ମହାମନା ମାଲବୀୟଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୩,୦୬୮ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି 1 min read ରାଷ୍ଟ୍ରୀୟ ମଙ୍ଗଳବାର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଧ୍ୱଜାରୋହଣ କରିବେ ପିଏମ ମୋଦି November 24, 2025 ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ ରାଷ୍ଟ୍ରୀୟ ଡଲାର ତୁଳନାରେ ଟଙ୍କାର ହ୍ରାସକୁ ନେଇ କେନ୍ଦ୍ରକୁ ଘେରିଲା ଜୟରାମ ରମେଶ November 24, 2025 ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ 1 min read ରାଷ୍ଟ୍ରୀୟ ଶସ୍ତ୍ର ଛାଡିବାକୁ ନକ୍ସଲୀ ସଙ୍ଗଠନ ଏମଏମସି ଜୋନର ଘୋଷଣା, ତିନି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମରେ ଜାରି କଲେ ଲିଫଲେଟ୍ November 24, 2025