
ସେ ଟ୍ୱିଟ କରି କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଜନ୍ମ ଜୟନ୍ତୀରେ ଶତ ଶତ ନମନ । ନିଜର ଦୂରଦର୍ଶୀ ନେତୃତ୍ୱରେ ସେ ଦେଶକୁ ବିକାଶର ଉଚ୍ଚତାରେ ପହଂଚାଇଥିଲେ । ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଭାରତ ନିର୍ମାଣରେ ତାଙ୍କର ପ୍ରୟାସ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
