
ଇମ୍ଫାଲ -ମଣିପୁରରେ ଗତ ୨୪ ଘଂଟାରେ ୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୮୭୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୪୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୩୫୭ ନୂଆ ମାମଲା
ହାଇଦ୍ରାବାଦ – ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୦,୦୭୫ ହୋଇଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୧,୦୦୧ ନୂଆ ମାମଲା
ଜୟପୁର -ରାଜସ୍ଥାନରେ ଗତ ୨୪ ଘଂଟାରେ ୧,୦୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୨,୭୦୯ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୬୫୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO