
ସେ ଟ୍ୱିଟ କରି ଶ୍ରେଷ୍ଠ ଓଡ଼ିଶା ଗଠନ କରିବା ଲାଗି ଆହ୍ୱାନ ଦେଇଛନ୍ତି । ଭଲ ପାଇବା, ଆଶୀର୍ବାଦ ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିଜେଡି ଲୋକଙ୍କ ଦଳ ସାଜିଛି ବୋଲି ନବୀନ କହିଛନ୍ତି । ଏହି ସଂପର୍କ ଅତୁଟ ରଖିବା ଲାଗି ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
