
ଭୁବନେଶ୍ୱର–  ଗତ ୨୪ ଘଂଟା ମଧ୍ୟରେ  ରାଜ୍ୟରେ ପୁଣି ୪ ଜଣ   କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।   ଏହା ଫଳରେ  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୫୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
 
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା , ବାଲେଶ୍ୱର, ସୁନ୍ଦରଗଡ ଓ ମୟୁରଭଂଜ  ଜିଲ୍ଲାର ଜଣେ ଜଣେ ଅଛନ୍ତି ।