ରାଷ୍ଟ୍ରୀୟ ଜାମ୍ମୁ କାଶ୍ନୀରରେ ଗତ ୨୪ ଘଂଟାରେ କରୋନାର ୨୮୪ ନୂଆ ମାମଲା desk December 26, 2020 ଶ୍ରୀନଗର , ଜାମ୍ମୁ କାଶ୍ନୀରରେ ଗତ ୨୪ ଘଂଟାରେ ୨୮୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଜାମ୍ମୁ କାଶ୍ନୀରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୯,୬୨୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୮୬୧ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । Tags: Jammu Kashmir Continue Reading Previous: ଆସାମରେ କରୋନାର ମାମଲା ୨,୧୧,୩୭୮ ରେ ପହଂଚିଲା Next: କର୍ଣାଟକରେ ଗତ ୨୪ ଘଂଟାରେ ୮୫୭ କରୋନାର ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025