
ବେଙ୍ଗାଲୁରୁ । କର୍ଣାଟକରେ ଗତ ୨୪ ଘଂଟାରେ ୮୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୫,୩୪୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୫୧ଜଣଙ୍କର ମୃତ୍ୟୁ ଘଟିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୧୯ କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୧୩,୧୬୧ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୦୫୯ ହୋଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୨୮୨ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨୮୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୦,୭୧ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO