ଦିଲ୍ଲୀରେ ଗତ ୨୪ ଘଂଟାରେ ୬୫୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୫୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୨,୦୯୪ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୪୩୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି
ମଣିପୁରରେ ଗତ ୨୪ ଘଂଟାରେ କରୋନାର ୩୩ ନୂଆ ମାମଲା
ଇମ୍ଫାଲ ,ମଣିପୁରରେ ଗତ ୨୪ ଘଂଟାରେ ୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୯୭୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୪୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।