ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୮୫୪ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୮୫୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୮,୦୯୧ହୋଇଛି ।
ହରିଆଣାରେ ଗତ ୨୪ ଘଂଟାରେ ୩୯୨ କରୋନାର ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୩୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୩,୧୪୫ ହୋଇଛି