
ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୨ ଗିରଫ
ଭୁବନେଶ୍ୱର – ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୨ ଜଣଙ୍କୁ ଗିରଫ କରିଥିବା ବେଳେ ୬୩୭ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୫୭,୬୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
