ଓଡିଶା ଭକ୍ତକବି ମଧୁସୂଦନ ରାଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳର ନେତା desk December 28, 2020 ଭୁବନେଶ୍ୱର – ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ଭକ୍ତକବି ମଧୁସୂଦନ ରାଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ମଧୁ ବର୍ଣ୍ଣବୋଧର ପ୍ରଣେତା ତଥା ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଏବଂ ସମାଜ ସଂସ୍କାରକ ଭକ୍ତକବି ମଧୁସୂଦନ ରାଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି Tags: bhakta kabi Continue Reading Previous: ଗୁଳି କରି ୩.୨ ଲକ୍ଷ ଲୁଟ୍ Next: କଂଗ୍ରେସ ଦଳ ପକ୍ଷରୁ ସିବିଆଇ ଅଫିସ ଘେରାଓ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 11 September 2025 Important news ଓଡିଶା Indo Kaling Times 11 September 2025 Important news September 11, 2025 ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ September 11, 2025 ଆମ ଭାଷା ହେଉଛି ଆମ ପରିଚୟ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡିଶା ଆମ ଭାଷା ହେଉଛି ଆମ ପରିଚୟ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ September 11, 2025