ଭୁବନେଶ୍ୱର – ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ଭକ୍ତକବି ମଧୁସୂଦନ ରାଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ମଧୁ ବର୍ଣ୍ଣବୋଧର ପ୍ରଣେତା ତଥା ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଏବଂ ସମାଜ ସଂସ୍କାରକ ଭକ୍ତକବି ମଧୁସୂଦନ ରାଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି