ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୯୪୬କରୋନାର ନୂଆ ମାମଲା, ୧୮ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୯୪୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୩୮,୩୫୨ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୩,୫୬୩ ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭୫୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୭୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୨,୮୫୧ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୪୫୩ ଜଣଙ୍କର ମୃତ୍ୟୁ ଘଟିଛିା