

ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୭୯୮ ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୭୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୬,୧୫୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୬୭୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୯୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୨୨,୦୪୮ ହୋଇଛି ।