ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧୪ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୩୧୨ହୋଇଛିା
ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୭୯୮ ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୭୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୬,୧୫୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୬୭୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୯୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୪୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୨୨,୦୪୮ ହୋଇଛି ।