ହରିଆଣାରେ ଗତ ୨୪ ଘଂଟାରେ ୩୫୧ କରୋନାର ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୩୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୪,୩୩୬ ହୋଇଛି ।
ମଣିପୁରରେ ଗତ ୨୪ ଘଂଟାରେ କରୋନାର ୩୧ ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୦୬୦ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୪୮ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୬୫୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୬,୯୦୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୭୦ ଜଣଙ୍କର ମୃତ୍ୟୁ ଘଟିଛି ।