ଓଡିଶା ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ desk December 30, 2020 ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ କରିଥିବା ବେଳେ ୫୯୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୯,୩୪,୨୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ଗୋଟିଏ ଦିନରେ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮Next: କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୩୭ ଜଣଙ୍କ ଠାରୁ ଜୋରିମାନା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 16 December2025 Important news 1 min read ଓଡିଶା Indo Kaling Times 16 December2025 Important news December 16, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025