ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୩୭ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୪୯ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୬୧୪ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
Related Stories
May 2, 2024