ଦିଲ୍ଲୀରେ ଗତ ୨୪ ଘଂଟାରେ ୭୦୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୭୦୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୪,୧୧୮ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୫୦୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
କର୍ଣାଟକରେ ଗତ ୨୪ ଘଂଟାରେ ୬୬୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୬୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୭,୫୭୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୭୪ ଜଣଙ୍କର ମୃତ୍ୟୁ ଘଟିଛି ।