ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୧,୯୪୮ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୦୪ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୯୭୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୯୭୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୧୮,୫୪୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୦୮୧ ଜଣଙ୍କର ମୃତ୍ୟୁ ଘଟିଛ ି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ କରୋନାର ୪୪୯ ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୪୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୦,୬୧୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୫୦୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।