କେରଳରେ ଗତ ୨୪ ଘଂଟାରେ ୧,୫୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୧,୫୦୪ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୬୫,୩୯୪ ମାମଲା ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୬୭୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି୬,୨୪,୭୯୫ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୫୨୩ ଜଣଙ୍କର ମୃତ୍ୟୁ ଘଟିଛିା