
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୨,୨୮୬ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୦୮ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୬୮୯ ନୂଆ ମାମଲା
ଜୟପୁର ,ରାଜସ୍ଥାନରେ ଗତ ୨୪ ଘଂଟାରେ ୬୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୮,୨୪୩ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୬୯୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
କେରଳରେ ଗତ ୨୪ ଘଂଟାରେ ୫,୨୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୫,୨୧୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୬୫,୨୦୨ ମାମଲା ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO